- ବଙ୍ଗୋପସାଗରରେ ଘନୀଭୂତ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି
- ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ନିକଟରେ କେନ୍ଦ୍ରୀଭୂତ ରହିଛି
- ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ
- ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି
- ୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ

